2 Kings 8:14 — Compare Translations

5 translations compared side by side

Odia - 1840
"ତା'ପରେ ହସାଯଲେ ଇଲୀଶାୟଙ୍କଠାରୁ ବିଦାଯ ନଇେ ରାଜାଙ୍କ ନିକଟକୁ ଗଲେ। ବିନ୍ହଦଦ୍ ହସାଯଲଙ୍କେୁ କହିଲେ, ଇଲୀଶାୟ ତୁମ୍ଭକୁ କ'ଣ କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଆପଣା ପ୍ରଭୁ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ତାହାକୁ ପଚାରିଲା, ଇଲୀଶାୟ ତୁମ୍ଭକୁ କଅଣ କହିଲେ? ତହୁଁ ସେ ଉତ୍ତର କଲା, ସେ ମୋତେ ଜଣାଇଲେ ଯେ, ଆପଣ ନିଶ୍ଚୟ ମୁକ୍ତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହସାୟେଲ ଇଲୀଶାୟଙ୍କଠାରୁ ବିଦାୟ ନେଇ ରାଜାଙ୍କ ନିକଟକୁ ଗଲେ। ବି‌ନ୍‌ହଦଦ୍ ହସାୟେଲଙ୍କୁ କହିଲେ, “ଇଲୀଶାୟ ତୁମ୍ଭକୁ କ’ଣ କହିଛନ୍ତି।” ହସାୟେଲ ଉତ୍ତର କଲେ, “ଇଲୀଶାୟ କହିଲେ ଯେ, ଆପଣ ନିଶ୍ଚୟ ବଞ୍ଚିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହସାୟେଲ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଆପଣା ପ୍ରଭୁ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ତାହାକୁ ପଚାରିଲା, “ଇଲୀଶାୟ ତୁମ୍ଭକୁ କଅଣ କହିଲେ?” ତହୁଁ ହସାୟେଲ ଉତ୍ତର କଲା, “ସେ ମୋତେ ଜଣାଇଲେ ଯେ, ଆପଣ ନିଶ୍ଚୟ ମୁକ୍ତ ହେବେ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହସାୟେଲ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଆପଣା ପ୍ରଭୁ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ତାହାକୁ ପଚାରିଲା, “ଇଲୀଶାୟ ତୁମ୍ଭକୁ କଅଣ କହିଲେ?” ତହୁଁ ହସାୟେଲ ଉତ୍ତର କଲା, “ସେ ମୋତେ ଜଣାଇଲେ ଯେ, ଆପଣ ନିଶ୍ଚୟ ମୁକ୍ତ ହେବେ।”