2 Kings 8:15 — Compare Translations
5 translations compared side by side
Odia - 1840
"ମାତ୍ର ପରଦିନ ହସାଯଲେ ଏକ ପତଳା ବସ୍ତ୍ର ନଇେ ଜଳ ରେ ବୁଡାଇଲେ ଓ ରାଜା ବିନ୍ହଦଦ୍ର ମୁଖ ଉପରେ ଆବୃତ କଲେ। ତହିଁରେ ତାଙ୍କର ଶ୍ବାସରୁଦ୍ଧ ହାଇେ ସେ ମଲେ ଓ ହସାଯଲେ ତାଙ୍କ ପଦ ରେ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପରଦିନ ହସାୟେଲ ଶଯ୍ୟାଚ୍ଛାଦନ ନେଇ ଜଳରେ ବୁଡ଼ାଇ ରାଜାର ମୁଖ ଉପରେ ବିଛାଇ ଦିଅନ୍ତେ, ସେ ମଲା; ପୁଣି ହସାୟେଲ ତାହାର ପଦରେ ରାଜ୍ୟ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ହସାୟେଲ ବିନ୍ହଦଦଙ୍କୁ ହତ୍ୟା କଲେ ମାତ୍ର ପରଦିନ ହସାୟେଲ ଏକ ପତଳା ବସ୍ତ୍ର ନେଇ ଜଳରେ ବୁଡ଼ାଇଲେ ଓ ରାଜା ବିନ୍ହଦଦ୍ର ମୁଖ ଉପରେ ଆବୃତ କଲେ। ତହିଁରେ ତାଙ୍କର ଶ୍ୱାସରୁଦ୍ଧ ହୋଇ ସେ ମଲେ ଓ ହସାୟେଲ ତାଙ୍କ ପଦରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପରଦିନ ହସାୟେଲ ଶଯ୍ୟାଚ୍ଛାଦନ ନେଇ ଜଳରେ ବୁଡ଼ାଇ ରାଜାର ମୁଖ ଉପରେ ବିଛାଇ ଦିଅନ୍ତେ, ସେ ମଲା; ପୁଣି ହସାୟେଲ ତାହାର ପଦରେ ରାଜ୍ୟ କଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପରଦିନ ହସାୟେଲ ଶଯ୍ୟାଚ୍ଛାଦନ ନେଇ ଜଳରେ ବୁଡ଼ାଇ ରାଜାର ମୁଖ ଉପରେ ବିଛାଇ ଦିଅନ୍ତେ, ସେ ମଲା; ପୁଣି ହସାୟେଲ ତାହାର ପଦରେ ରାଜ୍ୟ କଲା।