2 Kings 8:16 — Compare Translations
5 translations compared side by side
Odia - 1840
"ଆହାବ୍ଙ୍କ ପୁତ୍ର ୟୋରାମଙ୍କ ଶାସକ ଇଶ୍ରାୟେଲ ରେ ରାଜତ୍ବ କରିବାର ପଞ୍ଚମ ବର୍ଷ ରେ ୟିହୋଶାଫଟଙ୍କ ପୁତ୍ର ୟିହୋରାମ ଯିହୁଦାର ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହାବଙ୍କର ପୁତ୍ର ଇସ୍ରାଏଲର ରାଜା ଯୋରାମ୍ଙ୍କର ଅଧିକାରର ପଞ୍ଚମ ବର୍ଷରେ ଯିହୁଦାର ରାଜା ଯିହୋଶାଫଟଙ୍କର ପୁତ୍ର ଯିହୋରାମ୍ ରାଜ୍ୟ କରିବାକୁ ଆରମ୍ଭ କଲେ, ସେସମୟରେ ଯିହୋଶାଫଟ ଯିହୁଦାର ରାଜା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋରାମଙ୍କ ଶାସନ ଆରମ୍ଭ ଆହାବଙ୍କ ପୁତ୍ର ଯୋରାମ ଇସ୍ରାଏଲରେ ରାଜତ୍ୱ କରିବାର ପଞ୍ଚମ ବର୍ଷରେ ଯିହୋଶାଫଟଙ୍କ ପୁତ୍ର ଯିହୋରାମ ଯିହୁଦାର ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହାବଙ୍କର ପୁତ୍ର ଇସ୍ରାଏଲର ରାଜା ଯୋରାମ୍ଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଯିହୋରାମ୍ ରାଜତ୍ୱ କରିବାକୁ ଆରମ୍ଭ କଲେ, ସେହି ସମୟରେ ଯିହୋଶାଫଟ୍ ଯିହୁଦାର ରାଜା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆହାବଙ୍କର ପୁତ୍ର ଇସ୍ରାଏଲର ରାଜା ଯୋରାମ୍ଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଯିହୋରାମ୍ ରାଜତ୍ଵ କରିବାକୁ ଆରମ୍ଭ କଲେ, ସେହି ସମୟରେ ଯିହୋଶାଫଟ୍ ଯିହୁଦାର ରାଜା ଥିଲେ।