2 Kings 8:17 — Compare Translations
5 translations compared side by side
Odia - 1840
"ୟିହୋରାମଙ୍କୁ ଯେତବେେଳେ ବତିଶ ବର୍ଷ ହାଇେଥିଲେ, ସେ ରାଜ୍ଯ ଉପରେ ଶାସନ କରିବା ଆରମ୍ଭ କଲେ। ସେ ୟିରୁଶାଲମ ରେ ଆଠବର୍ଷ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋରାମଙ୍କୁ ଯେତେବେଳେ ବତିଶ୍ ବର୍ଷ ହୋଇଥିଲା, ସେ ରାଜ୍ୟ ଉପରେ ଶାସନ କରିବା ଆରମ୍ଭ କଲେ। ସେ ଯିରୁଶାଲମରେ ଆଠ ବର୍ଷ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।