2 Kings 8:19 — Compare Translations
5 translations compared side by side
Odia - 1840
"ମାତ୍ର ସଦାପ୍ରଭୁ ଯିହୁଦାକୁ ବିନାଶ କଲେ ନାହିଁ, କାରଣ ସେ ଆପଣା ଦାସ ଦାଉଦଙ୍କୁ ପ୍ରତିଜ୍ଞା କରି କହିଥିଲେ ତାଙ୍କରି ପରିବାରମାନଙ୍କ ମଧ୍ଯରୁ ଜଣେ ସର୍ବଦା ରାଜା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସଦାପ୍ରଭୁ ଦାଉଦଙ୍କୁ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ସେ ଆପଣା ଦାସ ଦାଉଦଙ୍କ ସକାଶୁ ଯିହୁଦାକୁ ବିନାଶ କରିବା ପାଇଁ ଅସମ୍ମତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ ଯିହୁଦାକୁ ବିନାଶ କଲେ ନାହିଁ, କାରଣ ସେ ଆପଣା ଦାସ ଦାଉଦଙ୍କୁ ପ୍ରତିଜ୍ଞା କରି କହିଥିଲେ ତାଙ୍କରି ପରିବାରମାନଙ୍କ ମଧ୍ୟରୁ ଜଣେ ସର୍ବଦା ରାଜା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସଦାପ୍ରଭୁ ଦାଉଦଙ୍କୁ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ସେ ଆପଣା ଦାସ ଦାଉଦଙ୍କ ସକାଶୁ ଯିହୁଦାକୁ ବିନାଶ କରିବା ପାଇଁ ଅସମ୍ମତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସଦାପ୍ରଭୁ ଦାଉଦଙ୍କୁ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ସେ ଆପଣା ଦାସ ଦାଉଦଙ୍କ ସକାଶୁ ଯିହୁଦାକୁ ବିନାଶ କରିବା ପାଇଁ ଅସମ୍ମତ ହେଲେ।