2 Kings 8:2 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଲୋକଙ୍କର ବାକ୍ଯାନୁସା ରେ ସେ ସ୍ତ୍ରୀ ଲୋକଟି ଆପଣା ପରିବାର ସହିତ ୟାଇ ପ୍ରବାସ ପଲେଷ୍ଟୀୟମାନଙ୍କ ଦେଶ ରେ ସାତବର୍ଷ ବାସ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ଵରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟାନୁସାରେ ସେ ସ୍ତ୍ରୀଲୋକଟି ଆପଣା ପରିବାର ସହିତ ଯାଇ ପ୍ରବାସ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ବାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍‍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍‍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା।