2 Kings 8:21 — Compare Translations

5 translations compared side by side

Odia - 1840
"ତା'ପରେ ୟିହୋରାମ ଓ ତାଙ୍କର ସମସ୍ତ ରଥ ସାଯୀରକୁ ୟାତ୍ରା କଲେ। ଇଦୋମୀଯ ସୈନ୍ଯମାନେ ସମାନଙ୍କେୁ ଚତୁର୍ଦ୍ଦିଗରୁ ଘରେିଗଲେ। ୟିହୋରାମ ଓ ତାଙ୍କର ସନୋଧ୍ଯକ୍ଷମାନେ ସମାନଙ୍କେୁ ଆକ୍ରମଣ କଲେ। ସେଥି ରେ ଶତୃମାନେ ପ୍ରାଣଭୟ ରେ ଦୌଡି ପଳାଯନ କଲେ। ମାତ୍ର ୟିହୋରାମଙ୍କର ସମସ୍ତ ସୈନ୍ଯ ନିଜ ନିଜ ତମ୍ବୁକୁ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋରାମ୍ ଓ ତାଙ୍କ ସଙ୍ଗେ ସମସ୍ତ ରଥ ସାୟୀରକୁ ଯାତ୍ରା କଲେ; ପୁଣି ସେ ରାତ୍ରି କାଳରେ ଉଠି ଆପଣା ଚତୁର୍ଦ୍ଦିଗ-ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ; ଏଥିରେ ଲୋକମାନେ ଆପଣା ଆପଣା ତମ୍ଵୁକୁ ପଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୋରାମ ଓ ତାଙ୍କର ସମସ୍ତ ରଥ ସାୟୀରକୁ ଯାତ୍ରା କଲେ। ଇଦୋମୀୟ ସୈନ୍ୟମାନେ ସେମାନଙ୍କୁ ଚତୁର୍ଦ୍ଦିଗରୁ ଘେରିଗଲେ। ଯିହୋରାମ ଓ ତାଙ୍କର ସେନାଧ୍ୟକ୍ଷମାନେ ସେମାନଙ୍କୁ ଆକ୍ରମଣ କଲେ। ସେଥିରେ ଶତ୍ରୁମାନେ ପ୍ରାଣଭୟରେ ଦୌଡ଼ି ପଳାୟନ କଲେ। ମାତ୍ର ଯିହୋରାମଙ୍କର ସମସ୍ତ ସୈନ୍ୟ ନିଜ ନିଜ ତମ୍ବୁକୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋରାମ୍‍ ଓ ତାଙ୍କ ସଙ୍ଗେ ସମସ୍ତ ରଥ ସାୟୀରକୁ ଯାତ୍ରା କଲେ; ପୁଣି ସେ ରାତ୍ରିକାଳରେ ଉଠି ଆପଣା ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ; ଏଥିରେ ଲୋକମାନେ ଆପଣା ଆପଣା ତମ୍ବୁକୁ ପଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋରାମ୍‍ ଓ ତାଙ୍କ ସଙ୍ଗେ ସମସ୍ତ ରଥ ସାୟୀରକୁ ଯାତ୍ରା କଲେ; ପୁଣି ସେ ରାତ୍ରି କାଳରେ ଉଠି ଆପଣା ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥଅଧ୍ୟକ୍ଷମାନଙ୍କୁ ସଂହାର କଲେ; ଏଥିରେ ଲୋକମାନେ ଆପଣା ଆପଣା ତମ୍ବୁକୁ ପଳାଇଲେ।