2 Kings 8:23 — Compare Translations
5 translations compared side by side
Odia - 1840
"ୟିହୋରାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ କାର୍ୟ୍ଯା ବଳୀ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିପିବଦ୍ଧ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯୋରାମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କି ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯିହୋରାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ କାର୍ଯ୍ୟାବଳୀ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିପିବଦ୍ଧ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯୋରାମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଯୋରାମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?