2 Kings 8:24 — Compare Translations

5 translations compared side by side

Odia - 1840
"ୟିହୋରାମଙ୍କର ମୃତ୍ଯୁବରଣ କଲେ ଓ ସେ ତାଙ୍କର ପୂର୍ବପୁରୁଷଙ୍କ ସହିତ ଦାଉଦ ନଗର ରେ କବର ନେଲେ। ତା'ପରେ ୟିହୋରାମଙ୍କ ପୁତ୍ର ଅହସିଯ ତାଙ୍କ ପଦି ରେ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଯୋରାମ୍ ଆପଣା ପିତୃଗଣ ସହିତ ଶୟନ କରି ଦାଉଦ-ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋରାମ ମୃତ୍ୟୁବରଣ କଲେ ଓ ସେ ତାଙ୍କର ପୂର୍ବପୁରୁଷଙ୍କ ସହିତ ଦାଉଦ ନଗରରେ କବର ପ୍ରାପ୍ତ ହେଲେ। ତା’ପରେ ଯିହୋରାମଙ୍କ ପୁତ୍ର ଅହସିୟ ତାଙ୍କ ପଦରେ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋରାମ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋରାମ୍‍ ମୃତ୍ୟୁବରଣ କଲେ ଓ ଦାଉଦ ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ।