2 Kings 8:25 — Compare Translations
5 translations compared side by side
Odia - 1840
"ଆହାବ୍ଙ୍କ ପୁତ୍ର ୟୋରାମ ଇଶ୍ରାୟେଲ ଭୂଖଣ୍ତର ରାଜା ଦ୍ବାଦଶ ବର୍ଷ ରେ ୟିହୋରାମଙ୍କ ପୁତ୍ର ଅହସିଯ ଯିହୁଦାର ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ରାଜା ଆହାବଙ୍କର ପୁତ୍ର ଯୋରାମ୍ଙ୍କର ଅଧିକାରର ଦ୍ଵାଦଶ ବର୍ଷରେ ଯିହୁଦା-ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅହସିୟ ତାଙ୍କର ଶାସନ ଆରମ୍ଭ କଲେ ଆହାବଙ୍କ ପୁତ୍ର ଯୋରାମ ଇସ୍ରାଏଲ ଭୂଖଣ୍ତର ରାଜା ଦ୍ୱାଦଶ ବର୍ଷରେ ଯିହୋରାମଙ୍କ ପୁତ୍ର ଅହସିୟ ଯିହୁଦାର ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ରାଜା ଆହାବଙ୍କର ପୁତ୍ର ଯୋରାମ୍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଯିହୁଦା-ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ରାଜା ଆହାବଙ୍କର ପୁତ୍ର ଯୋରାମ୍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଯିହୁଦା ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ।