2 Kings 8:26 — Compare Translations
5 translations compared side by side
Odia - 1840
"ଅହସିଯଙ୍କୁ ଯେତବେେଳେ ବାଇଶି ବର୍ଷ ହାଇେଥିଲା, ସେ ଯିହୁଦାର ରାଜା ହେଲେ। ସେ ୟିରୁଶାଲମ ରେ ଏକବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କର ନାମ ଅଥଲିଯା, ସେ ଇଶ୍ରାୟେଲର ରାଜା ଅମ୍ରିଙ୍କର କନ୍ଯା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ । ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅହସିୟଙ୍କୁ ଯେତେବେଳେ ବାଇଶି ବର୍ଷ ହୋଇଥିଲା, ସେ ଯିହୁଦାର ରାଜା ହେଲେ। ସେ ଯିରୁଶାଲମରେ ଏକ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଅଥଲିୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।