2 Kings 8:27 — Compare Translations

5 translations compared side by side

Odia - 1840
"ଅହସିଯ ମଧ୍ଯ ଆହାବ୍ର ବଂଶଧର ପରି ବାସ କଲେ ଏବଂ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ସେ ଏହିପରି ବାସ କଲେ, କାରଣ ସେ ଆହାବ ବଂଶର ଜାମାତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅହସୀୟ ଆହାବ-ବଂଶର ପଥରେ ଚାଲି ଆହାବ-ବଂଶର କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ସେ ଆହାବ-ବଂଶର ଜାମାତା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅହସିୟ ମଧ୍ୟ ଆହାବର ବଂଶଧର ପରି ବାସ କଲେ ଏବଂ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। ସେ ଏହିପରି ବାସ କଲେ, କାରଣ ସେ ଆହାବ ବଂଶର ଜାମାତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅହସୀୟ ଆହାବ-ବଂଶର ପଥରେ ଚାଲି ଆହାବ-ବଂଶର କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ସେ ଆହାବ-ବଂଶର ଜାମାତା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅହସୀୟ ଆହାବ ବଂଶର ପଥରେ ଚାଲି ଆହାବ ବଂଶର କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ସେ ଆହାବ ବଂଶର ଜାମାତା ଥିଲେ।