2 Kings 8:28 — Compare Translations

5 translations compared side by side

Odia - 1840
"ୟୋରାମ ଆହାବ୍ ବଂଶର ଥିଲେ। ଏ ନିମନ୍ତେ ସେ ଅହସିଯଙ୍କ ସଙ୍ଗେ ମିଶି ଅରାମର ରାଜା ହସାଯଲଙ୍କେ ବିରୁଦ୍ଧ ରେ ରାମାେତ-ଗିଲିଯଦ ରେ ୟୁଦ୍ଧ କରିବାକୁ ଗଲେ। ଏଥି ରେ ଅରାମୀଯମାନେ ଯୋରାମଙ୍କୁ କ୍ଷତବିକ୍ଷତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍ଙ୍କୁ କ୍ଷତବିକ୍ଷତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହସାୟେଲଙ୍କ ଯୁଦ୍ଧ ବିରୁଦ୍ଧରେ ଯୋରାମ ଆହତ ଯୋରାମ ଆହାବ ବଂଶର ଥିଲେ। ଏ ନିମନ୍ତେ ସେ ଅହସିୟଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲଙ୍କ ବିରୁଦ୍ଧରେ ରାମୋତ-ଗିଲିୟଦରେ ଯୁଦ୍ଧ କରିବାକୁ ଗଲେ। ଏଥିରେ ଅରାମୀୟମାନେ ଯୋରାମଙ୍କୁ କ୍ଷତବିକ୍ଷତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍‍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍‍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।