2 Kings 8:29 — Compare Translations

5 translations compared side by side

Odia - 1840
"ରାଜା ଯୋରାମ, ସେ ତା'ର କ୍ଷତର ସୁସ୍ଥ ହବୋ ପାଇଁ ୟିଷ୍ରିଯଲକେୁ ଫରେିଗଲେ। ୟୋରାମ ପୀଡିତ ହବୋ ଯୋଗୁଁ, ଯିହୁଦାର ରାଜା ଅହସିଯ ୟିହୋରାମଙ୍କୁ ଦଖାେ କରିବାକୁ ୟିଷ୍ରିଯଲକେୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଯୋରାମ୍ ରାଜା ଅରାମର ରାଜା ହସାୟେଲ ବିରୁଦ୍ଧରେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ରାମାରେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ । ଆହାବଙ୍କର ପୁତ୍ର ଯୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ତାଙ୍କୁ ଦେଖିବା ପାଇଁ ଯିଷ୍ରିୟେଲକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯୋରାମ, ସେ ତା’ର କ୍ଷତର ସୁସ୍ଥ ହେବା ପାଇଁ ଯିଷ୍ରିୟେଲକୁ ଫେରିଗଲେ। ଯୋରାମ ପୀଡ଼ିତ ହେବା ଯୋଗୁଁ, ଯିହୁଦାର ରାଜା ଅହସିୟ ଯିହୋରାମଙ୍କୁ ଦେଖା କରିବାକୁ ଯିଷ୍ରିୟେଲକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଯୋରାମ୍‍ ରାଜା ଅରାମର ରାଜା ହସାୟେଲ ବିରୁଦ୍ଧରେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ରାମାରେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ଆହାବଙ୍କର ପୁତ୍ର ଯୋରାମ୍‍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ତାଙ୍କୁ ଦେଖିବା ପାଇଁ ଯିଷ୍ରିୟେଲକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)