2 Kings 8:3 — Compare Translations
5 translations compared side by side
Odia - 1840
"ପୁଣି ସାତବର୍ଷ ସମାପ୍ତି ପରେ ସେ ସ୍ତ୍ରୀ ଲୋକ ପଲେଷ୍ଟୀୟମାନଙ୍କ ଦେଶରୁ ଫରେି ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟ-ମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସାତ ବର୍ଷ ସମାପ୍ତି ପରେ ସେ ସ୍ତ୍ରୀଲୋକ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା। ଆଉ ସେ ନିଜ ଗୃହ ଓ ଜମି ଫେରି ପାଇବାକୁ ଗୁହାରି କରିବା ପାଇଁ ରାଜାଙ୍କ ନିକଟକୁ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା।