2 Kings 8:4 — Compare Translations

5 translations compared side by side

Odia - 1840
"ସହେି ସମୟରେ ରାଜା ପରମେଶ୍ବରଙ୍କ ଲୋକଙ୍କର ଦାସ ଗି ହଜେୀ ସହିତ କଥାବାର୍ତ୍ତା କରୁଥିଲେ। ସେ ଗି ହଜେୀକୁ କହିଲେ, ମୁଁ ବିନଯ କରୁଛି, ଇଲୀଶାୟ ଯେଉଁ ମହାନ୍ କାର୍ୟ୍ଯମାନ କରିଛନ୍ତି ମାେତେ ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ରାଜା ପରମେଶ୍ଵରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସହିତ କଥାବାର୍ତ୍ତା କରୁଥିଲେ। ସେ ଗିହେଜୀକୁ କହିଲେ, “ମୁଁ ବିନୟ କରୁଛି, ଇଲୀଶାୟ ଯେଉଁ ମହାନ କାର୍ଯ୍ୟମାନ କରିଛନ୍ତି ମୋତେ ଜଣାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, “ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ୍ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ।”
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, “ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ୍ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ।”