2 Kings 8:7 — Compare Translations

5 translations compared side by side

Odia - 1840
"ଇଲୀଶାୟ ଦମ୍ମେଶକରେ ପହନ୍ଚିଲେ। ଏହି ସମୟରେ ଅରାମର ରାଜା ବିନ୍ହଦଦ୍ ପୀଡିତ ଥିଲେ। ଜଣେ ଲୋକ ବିନ୍ହଦଦ୍କୁ କହିଲା, ପରମେଶ୍ବରଙ୍କ ଲୋକ ସେ ସ୍ଥାନକୁ ଆସିଛନ୍ତି ବୋଲି ତାଙ୍କୁ ସମ୍ବାଦ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍ହଦଦ୍ ପୀଡ଼ିତ ଥିଲା; ପୁଣି ପରମେଶ୍ଵରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି ବୋଲି ତାହାକୁ ସମ୍ଵାଦ ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ବି‌ନ୍‌ହଦ‌ଦ୍‌ ହସାୟେଲକୁ ଇଲୀଶାୟଙ୍କ ନିକଟକୁ ପ୍ରେରଣ ଇଲୀଶାୟ ଦମ୍ମେଶକରେ ପହଞ୍ଚିଲେ। ଏହି ସମୟରେ ଅରାମର ରାଜା ବି‌ନ୍‌ହଦଦ୍ ପୀଡ଼ିତ ଥିଲେ। ଜଣେ ଲୋକ ବି‌ନ୍‌ହଦ‌ଦଙ୍କୁ କହିଲା, “ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍‍ହଦଦ୍‍ ପୀଡ଼ିତ ଥିଲା; “ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି” ବୋଲି ତାହାକୁ ସମ୍ବାଦ ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍‍ହଦଦ୍‍ ପୀଡ଼ିତ ଥିଲା; ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି ବୋଲି ତାହାକୁ ସମ୍ବାଦ ଦିଆଗଲା।