2 Kings 9:1 — Compare Translations

5 translations compared side by side

Odia - 1840
"ଇଲୀଶାୟ ଭବିଷ୍ଯଦ୍ବକ୍ତାଙ୍କ ସନ୍ତାନଗଣଙ୍କ ମଧ୍ଯରୁ ଜଣକୁ ଡାକି କହିଲେ, ତୁମ୍ଭେ କଟି ରେ ବସ୍ତ୍ର ବାନ୍ଧି ଏହି ତୈଳଶିଶି ହାତ ରେ ଧରି ରାମାେତ୍-ଗିଲିଯଦକୁ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇଲୀଶାୟ ଭବିଷ୍ୟଦ୍ବକ୍ତା ଭବିଷ୍ୟଦ୍-ବକ୍ତାଗଣର ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, ତୁମ୍ଭ କଟି ବାନ୍ଧ ଓ ଏହି ତୈଳ-ଶିଶି ହସ୍ତରେ ନେଇ ରାମୋତ୍-ଗିଲୀୟଦକୁ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ଯେହୂଙ୍କୁ ଅଭିଷିକ୍ତ କରିବାକୁ ଜଣେ ଯୁବ ଭବିଷ୍ୟ‌ଦ୍‌ବକ୍ତାଙ୍କୁ କହିଲେ ଇଲୀଶାୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ସନ୍ତାନଗଣଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭେ କଟିରେ ବସ୍ତ୍ର ବାନ୍ଧି ଏହି ତୈଳଶିଶି ହାତରେ ଧରି ରାମୋତ୍-ଗିଲିୟଦକୁ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍‍-ଗିଲୀୟଦକୁ ଯାଅ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍‍-ଗିଲୀୟଦକୁ ଯାଅ।