2 Kings 9:10 — Compare Translations
5 translations compared side by side
Odia - 1840
"ଯଦି କୁକୁରମାନେ ଇଷବଲରେ ଶରୀରକୁ ୟିଷ୍ରିଯଲେ ଭୂମିରେ ଖାଇବେ ପୁଣି ସେ କବର ପ୍ରାପ୍ତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କୁକ୍କୁରମାନେ ଈଷେବଲ୍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ । ତହୁଁ ଭବିଷ୍ୟଦ୍ବକ୍ତା ଦ୍ଵାର ଫିଟାଇ ପଳାଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
କୁକୁରମାନେ ଇଷେବଲର ଶରୀରକୁ ଯିଷ୍ରିୟେଲ ଭୂମିରେ ଖାଇବେ ପୁଣି ସେ କବର ପ୍ରାପ୍ତ ହେବ ନାହିଁ।’” ତା’ପରେ ସେହି ଯୁବା ଭବିଷ୍ୟଦ୍ବକ୍ତା ଦ୍ୱାର ଫିଟାଇ ଦୌଡ଼ି ପଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି କୁକ୍କୁରମାନେ ଈଷେବଲ୍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ।’” ତହୁଁ ଭବିଷ୍ୟଦ୍ବକ୍ତା ଦ୍ୱାର ଫିଟାଇ ପଳାଇଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି କୁକ୍କୁରମାନେ ଈଷେବଲ୍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ।’” ତହୁଁ ଭବିଷ୍ୟଦ୍ବକ୍ତା ଦ୍ୱାର ଫିଟାଇ ପଳାଇଗଲେ।