2 Kings 9:11 — Compare Translations

5 translations compared side by side

Odia - 1840
"ଅନନ୍ତର ଯହେୂ ଯେତବେେଳେ ତାଙ୍କର ପ୍ରଭୁର ରାଜା ଅଧିକାରୀମାନଙ୍କ ନିକଟକୁ ଫରେିଲେ। ସମାନଙ୍କେ ମଧ୍ଯରୁ ଜଣେ ଯହେୂଙ୍କୁ ପଚାରିଲେ, ସବୁ ମଙ୍ଗଳ ତ? ସହେି ପାଗଳ ଲୋକ କାହିଁକି ତୁମ୍ଭକୁ ମିଶିବାକୁ ଆସିଲା? ଯହେୂ ସବେକକୁ କହିଲେ, ସେ ଲୋକକୁ ଓ ତା'ର ବାତୁଳ ସବୁ ତୁମ୍ଭେ ଜାଣ, ସେ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, ସବୁ ମଙ୍ଗଳ ତ? ସେ ବାତୁଳଟି କାହିଁକି ତୁମ୍ଭ କତିକି ଆସିଥିଲା? ତହିଁରେ ସେ ସେମାନଙ୍କୁ କହିଲେ, ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ ।
Odia Bible ERV 2004 (ପବିତ୍ର ବାଇବଲ)
ଦାସମାନେ ଯେହୂଙ୍କୁ ରାଜା ରୂପେ ଘୋଷଣା କରନ୍ତି ଅନନ୍ତର ଯେହୂ ଯେତେବେଳେ ତାଙ୍କର ପ୍ରଭୁର ରାଜା ଅଧିକାରୀମାନଙ୍କ ନିକଟକୁ ଫେରିଲେ। ସେମାନଙ୍କ ମଧ୍ୟରୁ ଜଣେ ଯେହୂଙ୍କୁ ପଗ୍ଭରିଲେ, “ସବୁ ମଙ୍ଗଳ ତ? ସେହି ପାଗଳ ଲୋକ କାହିଁକି ତୁମ୍ଭକୁ ମିଶିବାକୁ ଆସିଲା?” ଯେହୂ ସେବକକୁ କହିଲେ, “ସେ ଲୋକକୁ ଓ ତା’ର ବାତୁଳ ସବୁ ତୁମ୍ଭେ ଜାଣ, ସେ କହନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, “ସବୁ ମଙ୍ଗଳ ତ? ସେ ବାତୁଳଟି କାହିଁକି ତୁମ୍ଭ ନିକଟକୁ ଆସିଥିଲା?” ତହିଁରେ ଯେହୂ ସେମାନଙ୍କୁ କହିଲେ, “ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ।”
Odia IRV 2017 (ଓଡିଆ ବାଇବେଲ)