2 Kings 9:13 — Compare Translations
5 translations compared side by side
Odia - 1840
"ତା'ପରେ ସମସ୍ତ ଉଚ୍ଚ ଅଧିକାରୀମାନେ ଶିଘ୍ର ଆପଣା ଆପଣା କୋଟ ନଇେ ସୋପାନ ଉପରେ ଯହେୂଙ୍କ ସମ୍ମୁଖ ରେ ରଖିଲେ। ତା'ପରେ ସମାନେେ ତୂରୀ ବଜାଇ ଘାଷେଣା କଲେ, ଯହେୂ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, ଯେହୂ ରାଜା ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସମସ୍ତ ଉଚ୍ଚ ଅଧିକାରୀମାନେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କ ସମ୍ମୁଖରେ ରଖିଲେ। ତା’ପରେ ସେମାନେ ତୂରୀ ବଜାଇ ଘୋଷଣା କଲେ, “ଯେହୂ ରାଜା ହେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, “ଯେହୂ ରାଜା ହେଲେ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, “ଯେହୂ ରାଜା ହେଲେ।”