2 Kings 9:14 — Compare Translations

5 translations compared side by side

Odia - 1840
"ଅନନ୍ତର ନିମ୍ଶିଙ୍କର ପୌତ୍ର, ଯିହାଶାଫେଟ୍ଙ୍କ ପୁତ୍ର ଯହେୂ ୟୋରାମଙ୍କ ବିରୁଦ୍ଧ ରେ ଚକ୍ରାନ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ନିମ୍ଶିଙ୍କର ପୌତ୍ର ଯିହୋଶାଫଟଙ୍କର ପୁତ୍ର ଯେହୂ ଯୋରାମ୍ଙ୍କ ବିରୁଦ୍ଧରେ ଚକ୍ରା; କଲେ । (ସେସମୟରେ ଯୋରାମ୍ ଓ ସମସ୍ତ ଇସ୍ରାଏଲ ଅରାମର ରାଜା ହସାୟେଲଠାରୁ ରାମୋତ୍-ଗିଲୀୟଦ ରକ୍ଷା କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହୂ ଯିଷ୍ରିୟେଲକୁ ଗଲେ ଅନନ୍ତର ନି‌ମ୍‌ଶିଙ୍କର ପୌତ୍ର, ଯିହୋଶାଫ‌ଟଙ୍କ ପୁତ୍ର ଯେହୂ ଯୋରାମଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। ସେ ସମୟରେ ଯୋରାମ ଓ ସମସ୍ତ ଇସ୍ରାଏଲୀୟ ଅରାମର ରାଜା ହସାୟେଲଠାରୁ ରାମୋତ୍-ଗିଲିୟଦକୁ ରକ୍ଷା କରିବାକୁ ଚେଷ୍ଟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ନିମ୍‍ଶିଙ୍କର ପୌତ୍ର ଯିହୋଶାଫଟ୍‍ଙ୍କର ପୁତ୍ର ଯେହୂ ଯୋରାମ୍‍ଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। (ସେସମୟରେ ଯୋରାମ୍‍ ଓ ସମସ୍ତ ଇସ୍ରାଏଲ ଅରାମର ରାଜା ହସାୟେଲଠାରୁ ରାମୋତ୍‍-ଗିଲୀୟଦ ରକ୍ଷା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ନିମ୍‍ଶିଙ୍କର ପୌତ୍ର ଯିହୋଶାଫଟ୍‍ଙ୍କର ପୁତ୍ର ଯେହୂ ଯୋରାମ୍‍ଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। (ସେସମୟରେ ଯୋରାମ୍‍ ଓ ସମସ୍ତ ଇସ୍ରାଏଲ ଅରାମର ରାଜା ହସାୟେଲଠାରୁ ରାମୋତ୍‍-ଗିଲୀୟଦ ରକ୍ଷା କରୁଥିଲେ।