2 Kings 9:15 — Compare Translations
5 translations compared side by side
Odia - 1840
"ରାଜା ଯୋରାମ ଅରାମର ରାଜା ହସାଯଲଙ୍କେ ବିରୁଦ୍ଧ ରେ ୟୁଦ୍ଧ କଲା ବେଳେ ଅରାମୀଯମାନେ ତାଙ୍କୁ କ୍ଷତ ବିକ୍ଷତ କରି ଦେଲେ। ସେ ସହେି କ୍ଷତରୁ ସୁସ୍ଥ ହବୋ ପାଇଁ ୟିଷ୍ରିଯଲକେୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯୋରାମ୍ ରାଜା ଅରାମର ରାଜା ହସାୟେଲ ସଙ୍ଗେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରି ଯାଇଥିଲେ) । ପୁଣି ଯେହୂ କହିଲେ, ଯେବେ ଏ ତୁମ୍ଭମାନଙ୍କ ମତ, ତେବେ ଯିଷ୍ରିୟେଲରେ ଏହା ଜଣାଇବା ପାଇଁ କାହାରିକୁ ନଗରର ବାହାରକୁ ପଳାଇ ଯିବାକୁ ନ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯୋରାମ ଅରାମର ରାଜା ହସାୟେଲଙ୍କ ବିରୁଦ୍ଧରେ ଯୁଦ୍ଧ କଲାବେଳେ ଅରାମୀୟମାନେ ତାଙ୍କୁ କ୍ଷତ ବିକ୍ଷତ କରିଦେଲେ। ସେ ସେହି କ୍ଷତରୁ ସୁସ୍ଥ ହେବା ପାଇଁ ଯିଷ୍ରିୟେଲକୁ ଗଲେ। ତେଣୁ ଯେହୂ ଦାସମାନଙ୍କୁ କହିଲେ, “ଯଦି ମୁଁ ରାଜା ବୋଲି ତୁମ୍ଭେମାନେ ଏକମତ ତେବେ କାହାରିକୁ ଯିଷ୍ରିୟେଲରେ ଜଣାଇବା ପାଇଁ ନଗର ବାହାରକୁ ଛାଡ଼ିଦିଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯୋରାମ୍ ରାଜା ଅରାମର ରାଜା ହସାୟେଲ ସଙ୍ଗେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରି ଯାଇଥିଲେ)। ପୁଣି ଯେହୂ କହିଲେ, “ଯେବେ ଏ ତୁମ୍ଭମାନଙ୍କ ମତ, ତେବେ ଯିଷ୍ରିୟେଲରେ ଏହା ଜଣାଇବା ପାଇଁ କାହାରିକୁ ନଗରର ବାହାରକୁ ପଳାଇ ଯିବାକୁ ନ ଦିଅ।”
Odia IRV 2017 (ଓଡିଆ ବାଇବେଲ)