2 Kings 9:16 — Compare Translations

5 translations compared side by side

Odia - 1840
"ୟୋରାମ ୟିଷ୍ରିଯଲେ ରେ ବିଶ୍ରାମ ନେଉଥିଲେ। ତେଣୁ ଯହେୂ ଆପଣା ରଥରେ ଚଢି ୟିଷ୍ରିଯଲେ ୟାତ୍ରା କଲେ। ଯିହୁଦାର ରାଜା ଅହସିଯ ମଧ୍ଯ ଯୋରାମକୁ ଦେଖିବାକୁ ୟିଷ୍ରିଯଲେ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେହୂ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ; କାରଣ ସେସ୍ଥାନରେ ଯୋରାମ୍ ଶଯ୍ୟାଗତ ହୋଇଥିଲେ । ପୁଣି ଯିହୁଦାର ରାଜା ଅହସୀୟ ଯୋରାମ୍ଙ୍କୁ ଦେଖିବାକୁ ଆସିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋରାମ ଯିଷ୍ରିୟେଲରେ ବିଶ୍ରାମ ନେଉଥିଲେ। ତେଣୁ ଯେହୂ ଆପଣା ରଥରେ ଚଢ଼ି ଯିଷ୍ରିୟେଲ ଯାତ୍ରା କଲେ। ଯିହୁଦାର ରାଜା ଅହସିୟ ମଧ୍ୟ ଯୋରାମକୁ ଦେଖିବାକୁ ଯିଷ୍ରିୟେଲ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେହୂ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ; କାରଣ ସେସ୍ଥାନରେ ଯୋରାମ୍‍ ଶଯ୍ୟାଗତ ହୋଇଥିଲେ। ପୁଣି ଯିହୁଦାର ରାଜା ଅହସୀୟ ଯୋରାମ୍‍ଙ୍କୁ ଦେଖିବାକୁ ଆସିଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯେହୂ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ; କାରଣ ସେସ୍ଥାନରେ ଯୋରାମ୍‍ ଶଯ୍ୟାଗତ ହୋଇଥିଲେ। ପୁଣି ଯିହୁଦାର ରାଜା ଅହସୀୟ ଯୋରାମ୍‍ଙ୍କୁ ଦେଖିବାକୁ ଆସିଥିଲେ।