2 Kings 9:19 — Compare Translations
5 translations compared side by side
Odia - 1840
"ତା'ପରେ ୟୋରାମ ଦ୍ବିତୀୟ ଦୂତକୁ ଅଶ୍ବ ପୃଷ୍ଠ ରେ ପଠାଇଲେ। ଦୂତ ସମାନଙ୍କେୁ ଭଟେିଲେ ଏବଂ କହିଲେ, ରାଜା ପଗ୍ଭରୁଛନ୍ତି, 'କୁଶଳ କି?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଦ୍ଵିତୀୟ ଜଣକୁ ଅଶ୍ଵରେ ପଠାନ୍ତେ, ସେ ସେମାନଙ୍କ ନିକଟକୁ ଯାଇ କହିଲା, ରାଜା ପଚାରୁଅଛନ୍ତି, କୁଶଳ କି? ପୁଣି ଯେହୂ ଉତ୍ତର କଲେ, କୁଶଳରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋʼ ପଛକୁ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୋରାମ ଦ୍ୱିତୀୟ ଦୂତକୁ ଅଶ୍ୱ ପୃଷ୍ଠରେ ପଠାଇଲେ। ଦୂତ ସେମାନଙ୍କୁ ଭେଟିଲେ ଏବଂ କହିଲେ, “ରାଜା ପଗ୍ଭରୁଛନ୍ତି, ‘କୁଶଳ କି?’” ଯେହୂ କହିଲେ, “କୁଶଳରେ ତୁମ୍ଭର ଯାଏ ଆସେ ନାହିଁ, ତୁମ୍ଭେ ଆମ୍ଭ ପଛେ ପଛେ ଆସ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯୋରାମ୍ ଦ୍ୱିତୀୟ ଜଣକୁ ଅଶ୍ୱରେ ପଠାନ୍ତେ, ସେ ସେମାନଙ୍କ ନିକଟକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, ‘କୁଶଳ କି?’” ପୁଣି ଯେହୂ ଉତ୍ତର କଲେ, “କୁଶଳରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋʼ ପଛକୁ ଯାଅ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯୋରାମ୍ ଦ୍ୱିତୀୟ ଜଣକୁ ଅଶ୍ୱରେ ପଠାନ୍ତେ, ସେ ସେମାନଙ୍କ ନିକଟକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, କୁଶଳ କି?” ପୁଣି ଯେହୂ ଉତ୍ତର କଲେ, “କୁଶଳରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋ’ ପଛକୁ ଯାଅ।”