2 Kings 9:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ସଠାେରେ ଉପସ୍ଥିତ ହେଲେ, ନିମ୍ଶିଙ୍କର ପୌତ୍ର, ୟିହୋଶାଫଟଙ୍କ ପୁତ୍ର ଯହେୂଙ୍କର ଅନ୍ବଷେଣ କର। ତା'ପରେ କୋଠରୀ ଭିତରକୁ ୟାଇ ତାଙ୍କର ଭାଇମାନଙ୍କ ମଧ୍ଯରୁ ତାଙ୍କୁ ଉଠାଇ ଏକ ଭିତର କଠାେରୀକୁ ନଇୟୋଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍ଶିଙ୍କର ପୌତ୍ର ଯିହୋଶାଫଟଙ୍କର ପୁତ୍ର ଯେହୂଙ୍କର ଅନ୍ଵେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକି ନେଇଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନି‌ମ୍‌ଶିଙ୍କର ପୌତ୍ର, ଯିହୋଶାଫଟଙ୍କ ପୁତ୍ର ଯେହୂଙ୍କର ଅନ୍ୱେଷଣ କର। ତା’ପରେ କୋଠରୀ ଭିତରକୁ ଯାଇ ତାଙ୍କର ଭାଇମାନଙ୍କ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରୀକୁ ନେଇଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍‍ଶିଙ୍କର ପୌତ୍ର ଯିହୋଶାଫଟ୍‍ଙ୍କର ପୁତ୍ର ଯେହୂଙ୍କର ଅନ୍ୱେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକୁ ନେଇଯାଅ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍‍ଶିଙ୍କର ପୌତ୍ର ଯିହୋଶାଫଟ୍‍ଙ୍କର ପୁତ୍ର ଯେହୂଙ୍କର ଅନ୍ୱେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକୁ ନେଇଯାଅ।