2 Kings 9:20 — Compare Translations
5 translations compared side by side
Odia - 1840
"ପ୍ରହରୀ ଯୋରାମଙ୍କୁ କହିଲା, ଦ୍ବିତୀୟ ଦୂତ ସହେି ଦଳ ନିକଟକୁ ଗଲେ କିନ୍ତୁ ଏପର୍ୟ୍ଯନ୍ତ ଫରେିଲେ ନାହିଁ। କିନ୍ତୁ ମୁଁ ଦେଖେ ଜଣେ ଲୋକ ଯହେୂପରି ନିମ୍ଶିର ନାତି ଗୋଟିଏ ରଥରେ ଦୂତଗୁଡିକୁ ଚଳାଉଛନ୍ତି। ସେ ପାଗଳ ମନୁଷ୍ଯ ପରି ଅତି ପ୍ରଚଣ୍ତ ବଗେ ରେ ରଥ ଚଳାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପ୍ରହରୀ ଜଣାଇ କହିଲା, ସେ ଜଣ ହିଁ ସେମାନଙ୍କ ନିକଟକୁ ଗଲା, ଆଉ ସେ ଫେରି ଆସୁ ନାହିଁ; ପୁଣି ରଥଚାଳନ ନିମ୍ଶିର ପୁତ୍ର ଯେହୂର ଚାଳନ ପରି; କାରଣ ସେ ଅତି ପ୍ରଚଣ୍ତ ବେଗରେ ଚଳାଏ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରହରୀ ଯୋରାମଙ୍କୁ କହିଲା, “ଦ୍ୱିତୀୟ ଦୂତ ସେହି ଦଳ ନିକଟକୁ ଗଲେ କିନ୍ତୁ ଏପର୍ଯ୍ୟନ୍ତ ଫେରିଲେ ନାହିଁ। କିନ୍ତୁ ମୁଁ ଦେଖେ ଜଣେ ଲୋକ ଯେହୂ ପରି ନିମ୍ଶିର ନାତି ଗୋଟିଏ ରଥରେ ଦୂତଗୁଡ଼ିକୁ ଚଳାଉଛନ୍ତି। ସେ ପାଗଳ ମନୁଷ୍ୟ ପରି ଅତି ପ୍ରଚଣ୍ତ ବେଗରେ ରଥ ଚଳାଉଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପ୍ରହରୀ ଜଣାଇ କହିଲା, “ସେ ଜଣ ହିଁ ସେମାନଙ୍କ ନିକଟକୁ ଗଲା, ଆଉ ସେ ଫେରିଆସୁ ନାହିଁ; ପୁଣି ରଥଚାଳନ ନିମ୍ଶିର ପୁତ୍ର ଯେହୂର ଚାଳନା ପରି; କାରଣ ସେ ଅତି ପ୍ରଚଣ୍ଡ ବେଗରେ ଚଳାଏ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପ୍ରହରୀ ଜଣାଇ କହିଲା, “ସେ ଜଣ ହିଁ ସେମାନଙ୍କ ନିକଟକୁ ଗଲା, ଆଉ ସେ ଫେରି ଆସୁ ନାହିଁ; ପୁଣି ରଥଚାଳନ ନିମ୍ଶିର ପୁତ୍ର ଯେହୂର ଚାଳନା ପରି; କାରଣ ସେ ଅତି ପ୍ରଚଣ୍ଡ ବେଗରେ ଚଳାଏ।”