2 Kings 9:23 — Compare Translations

5 translations compared side by side

Odia - 1840
"ଏଥି ରେ ଯୋରାମ ଆପଣା ରଥ ବୁଲାଇ ପଳାଯନ କଲେ। ଯୋରାମ ଅହସିଯଙ୍କୁ କହିଲେ, ହେ ଅହସିଯ, ଶଠତା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୋରାମ୍ ଆପଣା ହସ୍ତ ଫେରାଇ ପଳାଇଲେ ଓ ଅହସୀୟଙ୍କୁ କହିଲେ, ହେ ଅହସୀୟ, ଶଠତା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଯୋରାମ ଆପଣା ରଥ ବୁଲାଇ ପଳାୟନ କଲେ। ଯୋରାମ ଅହସିୟଙ୍କୁ କହିଲେ, “ହେ ଅହସିୟ, ଶଠତା ହେଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୋରାମ୍‍ ଆପଣା ହସ୍ତ ଫେରାଇ ପଳାଇଲେ ଓ ଅହସୀୟଙ୍କୁ କହିଲେ, “ହେ ଅହସୀୟ, ବିଶ୍ୱାସଘାତକତା ହେଲା।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୋରାମ୍‍ ଆପଣା ହସ୍ତ ଫେରାଇ ପଳାଇଲେ ଓ ଅହସୀୟଙ୍କୁ କହିଲେ, “ହେ ଅହସୀୟ, ବିଶ୍ୱାସଘାତକତା ହେଲା।”