2 Kings 9:24 — Compare Translations

5 translations compared side by side

Odia - 1840
"ମାତ୍ର ଯହେୂ ଆପଣା ସମସ୍ତ ଶକ୍ତି ଖଟାଇ ତୀର ନିକ୍ଷପେ କଲେ ଓ ଏହା ୟୋରାମଙ୍କ ପୃଷ୍ଠ ଦେଶ ରେ ବିଦ୍ଧ କଲା। ତୀରଟି ପୃଷ୍ଠ ଦେଶରୁ ହୃଦଯକୁ ବିଦ୍ଧ କରି ବାହାରିଗଲା। ତହିଁରେ ଯୋରାମ ରଥ ଉପରେ ନଇଁ ପଡିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରି ଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯେହୂ ଆପଣା ସମସ୍ତ ଶକ୍ତି ଖଟାଇ ତୀର ନିକ୍ଷେପ କଲେ ଓ ଏହା ଯୋରାମଙ୍କ ପୃଷ୍ଠ ଦେଶରେ ବିଦ୍ଧ କଲା। ତୀରଟି ପୃଷ୍ଠ ଦେଶରୁ ହୃଦୟକୁ ବିଦ୍ଧ କରି ବାହାରିଗଲା। ତହିଁରେ ଯୋରାମ ରଥ ଉପରେ ନଇଁ ପଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍‍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରିଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍‍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରି ଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ।