2 Kings 9:25 — Compare Translations

5 translations compared side by side

Odia - 1840
"ଯହେୂ ତାଙ୍କର ସାରଥି ବିଦ୍କରକୁ କହିଲେ, ତାକୁ ଉଠାଇ ନଇେ ୟିଷ୍ରିଯଲେୀଯ ନାବୋତ କ୍ଷେତ୍ର ଭୂମିରେ ପକାଇ ଦିଅ। କାରଣ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ ଗମନ କରିବା ବେଳେ, ସଦାପ୍ରଭୁ କି ପ୍ରକା ରେ ମୁଁ ଓ ତୁମ୍ଭେ ତାହା ଉପରେ ଏହି ଭାରକ୍ତି ଥୋଇଥିଲେ ତାହା ସ୍ମରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯେହୂ ଆପଣା ସେନାପତି ବିଦ୍କରକୁ କହିଲେ, ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ରଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇଥିଲେ, ଏହା ସ୍ମରଣ କର;
Odia Bible ERV 2004 (ପବିତ୍ର ବାଇବଲ)
ଯେହୂ ତାଙ୍କର ସାରଥି ବି‌ଦ୍‌କରକୁ କହିଲେ, “ତାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତ କ୍ଷେତ୍ର ଭୂମିରେ ପକାଇ ଦିଅ। କାରଣ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚା‌ତ୍‌ଗମନ କରିବା ବେଳେ, ସଦାପ୍ରଭୁ କି ପ୍ରକାରେ ମୁଁ ଓ ତୁମ୍ଭେ ତାହା ଉପରେ ଏହି ଭାରକ୍ତି ଥୋଇଥିଲେ ତାହା ସ୍ମରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯେହୂ ଆପଣା ସେନାପତି ବିଦ୍‍କରକୁ କହିଲେ, “ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ରଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍‍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇଥିଲେ, ଏହା ସ୍ମରଣ କର:
Odia IRV 2017 (ଓଡିଆ ବାଇବେଲ)
ତେବେ ଯେହୂ ଆପଣା ସେନାପତି ବିଦ୍‍କରକୁ କହିଲେ, “ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ର ଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍‍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇ ଥିଲେ, ଏହା ସ୍ମରଣ କର: