2 Kings 9:27 — Compare Translations

5 translations compared side by side

Odia - 1840
"ଯିହୁଦାର ରାଜା ଅହସିଯ ଏହା ଦେଖି ପଳାଯନ କଲେ। ସେ ଉଦ୍ୟାନ ଗୃହ ଦଇେ ପଳାଯନ କରୁଥିବା ବେଳେ ଯହେୂ ତାଙ୍କ ପେଛ ପେଛ ୟାଇ କହିଲେ, ଅହସିଯଙ୍କୁ ମଧ୍ଯ ସହେି ରଥରେ ଆଘାତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ-ଗୃହର ପଥ ଦେଇ ପଳାଇଲେ । ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, ତାହାକୁ ମଧ୍ୟ ରଥରେ ଆଘାତ କର; ତହୁଁ ସେମାନେ ଯିବ୍ଲୀୟମ୍ ନିକଟସ୍ଥ ଗୂର୍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ । ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଅହସିୟ ଏହା ଦେଖି ପଳାୟନ କଲେ। ସେ ଉଦ୍ୟାନ ଗୃହ ଦେଇ ପଳାୟନ କରୁଥିବା ବେଳେ ଯେହୂ ତାଙ୍କ ପଛେ ପଛେ ଯାଇ କହିଲେ, “ଅହସିୟଙ୍କୁ ମଧ୍ୟ ସେହି ରଥରେ ଆଘାତ କର।” ତେଣୁ ସେମାନେ ଯିବଲିୟମ ନିକଟସ୍ଥ ଗୂର ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ ଓ ସେ ମଗିଦ୍ଦୋକୁ ପଳାଇ ସେଠାରେ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ ଗୃହର ପଥ ଦେଇ ପଳାଇଲେ। ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, “ତାହାକୁ ମଧ୍ୟ ରଥରେ ଆଘାତ କର।” ତହୁଁ ସେମାନେ ଯିବ୍ଲିୟିମ ନିକଟସ୍ଥ ଗୂର୍‍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ। ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ।
Odia IRV 2017 (ଓଡିଆ ବାଇବେଲ)