2 Kings 9:28 — Compare Translations
5 translations compared side by side
Odia - 1840
"ଅହସିଯଙ୍କ ଦାସମାନେ ତାଙ୍କ ମୃତ ଶରୀରକୁ ରଥରେ ୟିରୁଶାଲମକୁ ନଇଗେଲେ ଓ ଦାଉଦ ନଗର ରେ ତାଙ୍କର ପୂର୍ବପୁରୁଷ ଲୋକଙ୍କ ସହିତ ତାଙ୍କ କବର ରେ ତାଙ୍କୁ କବର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତାଙ୍କର ଦାସମାନେ ତାଙ୍କୁ ରଥରେ ଯିରୂଶାଲମକୁ ନେଇଗଲେ ଓ ଦାଉଦ-ନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କର କବରରେ ତାଙ୍କୁ କବର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅହସିୟଙ୍କ ଦାସମାନେ ତାଙ୍କ ମୃତ ଶରୀରକୁ ରଥରେ ଯିରୁଶାଲମକୁ ନେଇଗଲେ ଓ ଦାଉଦ ନଗରରେ ତାଙ୍କର ପୂର୍ବପୁରୁଷ ଲୋକଙ୍କ ସହିତ ତାଙ୍କ କବରରେ ତାଙ୍କୁ କବର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତାଙ୍କର ଦାସମାନେ ତାଙ୍କୁ ରଥରେ ଯିରୂଶାଲମକୁ ନେଇଗଲେ ଓ ଦାଉଦ-ନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କର କବରରେ ତାଙ୍କୁ କବର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତାଙ୍କର ଦାସମାନେ ତାଙ୍କୁ ରଥରେ ଯିରୂଶାଲମକୁ ନେଇଗଲେ ଓ ଦାଉଦ ନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କର କବରରେ ତାଙ୍କୁ କବର ଦେଲେ।