2 Kings 9:29 — Compare Translations

5 translations compared side by side

Odia - 1840
"ଆହାବଙ୍କ ପୁତ୍ର ଯୋରାମଙ୍କର ରାଜତ୍ବରର ଏକାଦଶ ବର୍ଷ ରେ ଅହସିଯ ଯିହୁଦା ଉପରେ ରାଜ୍ଯ କରିବାକୁ ଆରମ୍ଭ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହାବଙ୍କର ପୁତ୍ର ଯୋରାମ୍ଙ୍କର ଅଧିକାରର ଏକାଦଶ ବର୍ଷରେ ଅହସୀୟ ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବଙ୍କ ପୁତ୍ର ଯୋରାମଙ୍କର ରାଜତ୍ୱର ଏକାଦଶ ବର୍ଷରେ ଅହସିୟ ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଵର ଏକାଦଶ ବର୍ଷରେ ଅହସୀୟ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଵର ଏକାଦଶ ବର୍ଷରେ ଅହସୀୟ ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କରିଥିଲେ।