2 Kings 9:3 — Compare Translations
5 translations compared side by side
Odia - 1840
"ଏହି େଛାଟ ତୈଳ ଶିଶି ନଇେ ତାଙ୍କ ମସ୍ତକରେ ତୈଳ ଢାଳି କୁହ, 'ସଦାପ୍ରଭୁ ଏହା କହିଛନ୍ତି; ଆମ୍ଭେ ତୁମ୍ଭକୁ ଇଶ୍ରାୟେଲ ଉପରେ ରାଜାଭିଷିକ୍ତ କଲୁ।' ତା'ପରେ ତୁମ୍ଭେ ଦ୍ବାର ଫିଟାଇ ଦୌଡି ୟାଅ, ଆଉ ବିଳମ୍ବ କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୈଳ-ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ । ତହୁଁ ତୁମ୍ଭେ ଦ୍ଵାର ଫିଟାଇ ପଳାଇଯାଅ ଓ ବିଳମ୍ଵ ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଛୋଟ ତୈଳ ଶିଶି ନେଇ ତାଙ୍କ ମସ୍ତକରେ ତୈଳ ଢାଳି କୁହ, ‘ସଦାପ୍ରଭୁ ଏହା କହିଛନ୍ତି; ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।’ ତା’ପରେ ତୁମ୍ଭେ ଦ୍ୱାର ଫିଟାଇ ଦୌଡ଼ି ଯାଅ, ଆଉ ବିଳମ୍ବ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”
Odia IRV 2017 (ଓଡିଆ ବାଇବେଲ)
ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”