2 Kings 9:30 — Compare Translations

5 translations compared side by side

Odia - 1840
"ତା'ପରେ ଯହେୂ ୟିଷ୍ରିଯଲରେ ପଥରେ ଗଲେ। ଇଷବେଲେ ଏବିଷଯ ରେ ୟାଣିବାକୁ ପାଇଲେ। ତେଣୁ ସେ ନିଜକୁ ସଜାଇ ଓ ଆପଣା କେଶ ବିନ୍ଯାସ କରି ଝରକା ନିକଟରେ ଛିଡା ହାଇେ ବାହାରକୁ ଚାହିଁଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇଷେବଲଙ୍କ ଦୁଃଖଦାୟକ ମୃତ୍ୟୁ ତା’ପରେ ଯେହୂ ଯିଷ୍ରିୟେଲର ପଥରେ ଗଲେ। ଇଷେବେଲ ଏବିଷୟରେ ଜାଣିବାକୁ ପାଇଲେ। ତେଣୁ ସେ ନିଜକୁ ସଜାଇ ଓ ଆପଣା କେଶ ବିନ୍ୟାସ କରି ଝରକା ନିକଟରେ ଛିଡ଼ା ହୋଇ ବାହାରକୁ ଗ୍ଭହିଁଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍‍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍‍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।