2 Kings 9:31 — Compare Translations

5 translations compared side by side

Odia - 1840
"ଯେତବେେଳେ ଯହେୂ ନଗର ଫାଟକରେ ପ୍ରବେଶ କଲେ, ଇଷବଲେ କହିଲେ, ହେ ଆପଣା ମହାଶୟର ହତ୍ଯାକାରୀ ସିମ୍ରି, ତୁମ୍ଭେ ଶାନ୍ତି ରେ ଅଛ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେହୂ ଦ୍ଵାରରେ ପ୍ରବେଶ କରିବା ବେଳେ ଈଷେବଲ୍ କହିଲା, ହେ ଆପଣା ପ୍ରଭୁର ହତ୍ୟାକାରୀ ସିମ୍ରି, କୁଶଳ କି?
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯେହୂ ନଗର ଫାଟକରେ ପ୍ରବେଶ କଲେ, ଇଷେବଲ କହିଲେ, “ହେ ଆପଣା ମହାଶୟର ହତ୍ୟାକାରୀ ସିମ୍ରି ତୁମ୍ଭେ ଶାନ୍ତିରେ ଅଛ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯେହୂ ଦ୍ୱାରରେ ପ୍ରବେଶ କରିବା ବେଳେ ଈଷେବଲ୍‍ କହିଲା, “ହେ ଆପଣା ପ୍ରଭୁର ହତ୍ୟାକାରୀ ସିମ୍ରି, କୁଶଳ କି?”
Odia IRV 2017 (ଓଡିଆ ବାଇବେଲ)
ପୁଣି ଯେହୂ ଦ୍ୱାରରେ ପ୍ରବେଶ କରିବା ବେଳେ ଈଷେବଲ୍‍ କହିଲା, “ହେ ଆପଣା ପ୍ରଭୁର ହତ୍ୟାକାରୀ ସିମ୍ରି, କୁଶଳ କି?”