2 Kings 9:32 — Compare Translations

5 translations compared side by side

Odia - 1840
"ଯହେୂ ଝରକା ଆଡେ ମୁଖ ଉଠାଇ କହିଲେ, କିଏ ମାେ ପକ୍ଷ ରେ ଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, କିଏ ମୋʼ ପକ୍ଷରେ ଅଛି? କିଏ? ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହୂ ଝରକା ଆଡ଼େ ମୁଖ ଉଠାଇ କହିଲେ, “କିଏ ମୋ’ ପକ୍ଷରେ ଅଛି?” ଦୁଇ ତିନି ଜଣ ନପୁଂସକ ଯେହୂଙ୍କ ଆଡ଼େ ଗ୍ଭହିଁଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, “କିଏ ମୋʼ ପକ୍ଷରେ ଅଛି? କିଏ?” ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, “କିଏ ମୋ’ ପକ୍ଷରେ ଅଛି? କିଏ?” ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ।