2 Kings 9:33 — Compare Translations

5 translations compared side by side

Odia - 1840
"ଯହେୂ ସମାନଙ୍କେୁ କହିଲେ, ଇଷବଲକେୁ ତଳକୁ ପକାଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ କହିଲେ, ତାକୁ ତଳକୁ ପକାଇଦିଅ । ତହୁଁ ସେମାନେ ତାକୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ଵମାନଙ୍କ ଉପରେ ଛିଟ୍କି ପଡ଼ିଲା ଓ ସେ ତାକୁ ପାଦତଳେ ଦଳିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହୂ ସେମାନଙ୍କୁ କହିଲେ, “ଇଷେବଲକୁ ତଳକୁ ପକାଇ ଦିଅ।” ତା’ପରେ ସେହି ନପୁଂସକମାନେ ଇଷେବଲକୁ ତଳକୁ ପକାଇ ଦେଲେ। କିଛି ରକ୍ତ ପ୍ରାଚୀର ଉପରେ ଓ କିଛି ଅଶ୍ୱ ଉପରେ ପଡ଼ିଲା। ଅଶ୍ୱଗୁଡ଼ିକ ଇଷେବଲଙ୍କୁ ଦଳି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍‍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍‍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍‍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍‍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ।