2 Kings 9:34 — Compare Translations
5 translations compared side by side
Odia - 1840
"ଯହେୂ ଭିତରକୁ ୟାଇ ଭୋଜନ ପାନ କଲେ। ତା'ପରେ ସେ କହିଲେ, ବର୍ତ୍ତମାନ ଏହି ଅଭିଶପ୍ତା ନାରୀ କଥା ବୁଝ ଓ ତାକୁ କବର ଦିଅ, କାରଣ ସେ ରାଜକନ୍ଯା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, ଏବେ ସେହି ଶାପଗ୍ରସ୍ତା ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା ।
Odia Bible ERV 2004 (ପବିତ୍ର ବାଇବଲ)
ଯେହୂ ଭିତରକୁ ଯାଇ ଭୋଜନ ପାନ କଲେ। ତା’ପରେ ସେ କହିଲେ, “ବର୍ତ୍ତମାନ ଏହି ଅଭିଶପ୍ତା ନାରୀ କଥା ବୁଝ ଓ ତାକୁ କବର ଦିଅ, କାରଣ ସେ ରାଜକନ୍ୟା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, “ଏବେ ସେହି ଅଭିଶପ୍ତ ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, “ଏବେ ସେହି ଶାପଗ୍ରସ୍ତା ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।”