2 Kings 9:35 — Compare Translations

5 translations compared side by side

Odia - 1840
"ଲୋକମାନେ ଇଷବଲକେୁ କବର ଦବୋକୁ ଗଲେ। ମାତ୍ର ସମାନେେ ତା'ର ମୁଣ୍ତର ଖପୁରି, ପାଦ ଓ ହାତର ପାପୁଲି ଛଡା କିଛି ପାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ତାକୁ କବର ଦେବାକୁ ଗଲେ; ମାତ୍ର ତାହା ମୁଣ୍ତର ଖପୁରୀ ଓ ପାଦ ଓ ହାତ-ପାପୁଲି ଛଡ଼ା ଆଉ କିଛି ପାଇଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଇଷେବଲକୁ କବର ଦେବାକୁ ଗଲେ। ମାତ୍ର ସେମାନେ ତା’ର ମୁଣ୍ତର ଖପୁରି, ପାଦ ଓ ହାତର ପାପୁଲି ଛଡ଼ା କିଛି ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ତାକୁ କବର ଦେବାକୁ ଗଲେ; ମାତ୍ର ତାହା ମୁଣ୍ଡର ଖପୁରୀ ଓ ପାଦ ଓ ହାତ ପାପୁଲି ଛଡ଼ା ଆଉ କିଛି ପାଇଲେ ନାହିଁ
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ତାକୁ କବର ଦେବାକୁ ଗଲେ; ମାତ୍ର ତାହା ମୁଣ୍ଡର ଖପୁରୀ ଓ ପାଦ ଓ ହାତ ପାପୁଲି ଛଡ଼ା ଆଉ କିଛି ପାଇଲେ ନାହିଁ