2 Kings 9:36 — Compare Translations
5 translations compared side by side
Odia - 1840
"ତେଣୁ ସମାନେେ ଯହେୂ ନିକଟକୁ ଫରେିଆସି ସବୁକଥା କହିଲେ। ଯହେୂ କହିଲେ, ସଦାପ୍ରଭୁ ଆପଣା ଦାସ ତିଶ୍ବୀଯକୁ ଏଲିଯ ଏହି ବାର୍ତ୍ତା ଦଇେଥିଲେ। ଏଲିଯ କହିଥିଲେ, 'କୁକୁରମାନେ ୟିଷ୍ରିଯଲେୀଯ ଭୂମିରେ ଇଷବଲରେ ଶରୀରକୁ ଗ୍ଭଟି ଖାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେମାନେ ଫେରି ଆସି ତାଙ୍କୁ ଜଣାଇଲେ । ତହିଁରେ ସେ କହିଲେ, ଏ ତ ସଦାପ୍ରଭୁଙ୍କ ବାକ୍ୟ, ସେ ଆପଣା ଦାସ ତିଶ୍ବୀୟ ଏଲୀୟଙ୍କ ଦ୍ଵାରା ଏହା କହିଥିଲେ, ଯଥା, ଯିଷ୍ରିୟେଲୀୟ ଭୂମିରେ କୁକ୍କୁରମାନେ ଈଷେବଲର ମାଂସ ଖାଇବେ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ଯେହୂ ନିକଟକୁ ଫେରି ଆସି ସବୁକଥା କହିଲେ। ଯେହୂ କହିଲେ, “ସଦାପ୍ରଭୁ ଆପଣା ଦାସ ତିଶ୍ବୀୟକୁ ଏଲିୟ ଏହି ବାର୍ତ୍ତା ଦେଇଥିଲେ। ଏଲିୟ କହିଥିଲେ, ‘କୁକୁରମାନେ ଯିଷ୍ରିୟେଲୀୟ ଭୂମିରେ ଇଷେବଲର ଶରୀରକୁ ଗ୍ଭଟି ଖାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେମାନେ ଫେରିଆସି ଯେହୂଙ୍କୁ ଜଣାଇଲେ। ତହିଁରେ ସେ କହିଲେ, “ଏ ତ ସଦାପ୍ରଭୁଙ୍କ ବାକ୍ୟ, ସେ ଆପଣା ଦାସ ତିଶ୍ବୀୟ ଏଲୀୟଙ୍କ ଦ୍ୱାରା ଏହା କହିଥିଲେ, ଯଥା, ‘ଯିଷ୍ରିୟେଲୀୟ ଭୂମିରେ କୁକ୍କୁରମାନେ ଈଷେବଲ୍ର ମାଂସ ଖାଇବେ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେମାନେ ଫେରି ଆସି ଯେହୂଙ୍କୁ ଜଣାଇଲେ। ତହିଁରେ ସେ କହିଲେ, “ଏ ତ ସଦାପ୍ରଭୁଙ୍କ ବାକ୍ୟ, ସେ ଆପଣା ଦାସ ତିଶ୍ବୀୟ ଏଲୀୟଙ୍କ ଦ୍ୱାରା ଏହା କହିଥିଲେ, ଯଥା, ‘ଯିଷ୍ରିୟେଲୀୟ ଭୂମିରେ କୁକ୍କୁରମାନେ ଈଷେବଲ୍ର ମାଂସ ଖାଇବେ;