2 Kings 9:37 — Compare Translations
5 translations compared side by side
Odia - 1840
"ପୁଣି ଇଷବଲଙ୍କେ ଶରୀର ୟିଷ୍ରିଯଲେୀଯ ଭୂମି ଉପରେ ଖତପରି ହବେ। ତହିଁରେ କହେି ଏହି ଶରୀରକୁ ଜାଣିପାରିବେ ନାହିଁ ଏବଂ କହିପାରିବେ ନାହିଁ ଯେ, ଏହା ଇଷବଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯିଷ୍ରିୟେଲୀୟ ଭୂମିରେ ଈଷେବଲ୍ର ଶବ କ୍ଷେତ୍ର ଉପରେ ଖତ ପରି ହେବ; ତହିଁରେ ଏ ଈଷେବଲ୍ ବୋଲି ଲୋକେ କହିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଇଷେବଲଙ୍କ ଶରୀର ଯିଷ୍ରିୟେଲୀୟ ଭୂମି ଉପରେ ଖତ ପରି ହେବ। ତହିଁରେ କେହି ଏହି ଶରୀରକୁ ଜାଣି ପାରିବେ ନାହିଁ ଏବଂ କହି ପାରିବେ ନାହିଁ ଯେ, ଏହା ଇଷେବଲ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିଷ୍ରିୟେଲୀୟ ଭୂମିରେ ଈଷେବଲ୍ର ଶବ କ୍ଷେତ୍ର ଉପରେ ଖତ ପରି ହେବ; ତହିଁରେ ଏ ଈଷେବଲ୍ ବୋଲି ଲୋକେ କହିବେ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ଆଉ ଯିଷ୍ରିୟେଲୀୟ ଭୂମିରେ ଈଷେବଲ୍ର ଶବ କ୍ଷେତ୍ର ଉପରେ ଖତ ପରି ହେବ; ତହିଁରେ ଏ ଈଷେବଲ୍ ବୋଲି ଲୋକେ କହିବେ ନାହିଁ।’”