2 Kings 9:4 — Compare Translations

5 translations compared side by side

Odia - 1840
"ତେଣୁ ସହେି ୟୁବକ, ଭବିଷ୍ଯଦ୍ବକ୍ତା ରାମାେତ୍-ଗିଲିଯଦକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଯୁବା, ଅର୍ଥାତ୍, ସେହି ଯୁବା ଭବିଷ୍ୟଦ୍ବକ୍ତା ରାମୋତ୍-ଗିଲୀୟଦକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ଯୁବକ, ଭବିଷ୍ୟ‌ଦ୍‌ବକ୍ତା ରାମୋତ୍-ଗିଲିୟଦକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଯୁବା, ଅର୍ଥାତ୍‍, ସେହି ଯୁବା ଭବିଷ୍ୟଦ୍‍ବକ୍ତା ରାମୋତ୍‍-ଗିଲୀୟଦକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଯୁବା, ଅର୍ଥାତ୍‍, ସେହି ଯୁବା ଭବିଷ୍ୟଦ୍‍ବକ୍ତା ରାମୋତ୍‍-ଗିଲୀୟଦକୁ ଗଲେ।