2 Kings 9:5 — Compare Translations

5 translations compared side by side

Odia - 1840
"ସହେି ୟୁବା ଉପସ୍ଥିତ ହାଇେ ସନୋପତିମାନେ ବସିଥିବାର ଦେଖିଲେ। ତହୁଁ ୟୁବକ କହିଲେ, ହେ ସନୋପତି, ମୁଁ ତୁମ୍ଭ ପାଇଁ ଏକ ବାର୍ତ୍ତା ଆଣିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି । ତହୁଁ ଯେହୂ କହିଲେ, ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ? ତହିଁରେ ସେ କହିଲେ, ହେ ସେନାପତି, ତୁମ୍ଭଠାରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଯୁବା ଉପସ୍ଥିତ ହୋଇ ସେନାପତିମାନେ ବସିଥିବାର ଦେଖିଲେ। ତହୁଁ ଯୁବକ କହିଲେ, “ହେ ସେନାପତି, ମୁଁ ତୁମ୍ଭ ପାଇଁ ଏକ ବାର୍ତ୍ତା ଆଣିଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ ତୁମ୍ଭର କାହାଠାରେ କାମ ଅଛି?” ତହିଁରେ ଯୁବକ ଜଣକ କହିଲେ, “ହେ ସେନାପତି, ମୋର ପାଖରେ ତୁମ୍ଭ ପାଇଁ ଏକ ବାର୍ତ୍ତା ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ?” ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ।”
Odia IRV 2017 (ଓଡିଆ ବାଇବେଲ)