2 Kings 9:7 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭେ ନିଶ୍ଚଯ ଆହାବ୍ର ବଂଶକୁ ବିନାଶ କରିବ। ଏହି ରୂପେ ଆମ୍ଭେ ଆମ୍ଭର ସବେକ ଭବିଷ୍ଯଦ୍ବକ୍ତାଗଣଙ୍କର ମୃତ୍ଯୁ ଓ ସଦାପ୍ରଭୁଙ୍କ ଦାସ ସମୂହର ମୃତ୍ଯୁ ପାଇଁ ଈଷବଲେ ଉପରେ ପ୍ରତି ଶାଧେ ନବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ଯେପରି ଈଷେବଲ୍ ହସ୍ତରୁ ଆମ୍ଭ ଦାସ ଭବିଷ୍ୟଦ୍-ବକ୍ତାଗଣର ରକ୍ତର ଓ ସଦାପ୍ରଭୁଙ୍କ ଦାସସମୂହର ରକ୍ତର ପରିଶୋଧ ନେବୁ, ଏଥିପାଇଁ ତୁମ୍ଭେ ଆପଣା ପ୍ରଭୁ ଆହାବର ବଂଶକୁ ଆଘାତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ନିଶ୍ଚୟ ଆହାବର ବଂଶକୁ ବିନାଶ କରିବ। ଏହିରୂପେ ଆମ୍ଭେ ଆମ୍ଭର ସେବକ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କର ମୃତ୍ୟୁ ଓ ସଦାପ୍ରଭୁଙ୍କ ଦାସ ସମୂହର ମୃତ୍ୟୁ ପାଇଁ ଈଷେବଲ ଉପରେ ପ୍ରତିଶୋଧ ନେବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ଯେପରି ଈଷେବଲ୍‍ ହସ୍ତରୁ ଆମ୍ଭ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କ ରକ୍ତର ଓ ସଦାପ୍ରଭୁଙ୍କ ଦାସସମୂହର ରକ୍ତର ପରିଶୋଧ ନେବୁ, ଏଥିପାଇଁ ତୁମ୍ଭେ ଆପଣା ପ୍ରଭୁ ଆହାବର ବଂଶକୁ ଆଘାତ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭେ ଯେପରି ଈଷେବଲ୍‍ ହସ୍ତରୁ ଆମ୍ଭ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କ ରକ୍ତର ଓ ସଦାପ୍ରଭୁଙ୍କ ଦାସସମୂହର ରକ୍ତର ପରିଶୋଧ ନେବୁ, ଏଥିପାଇଁ ତୁମ୍ଭେ ଆପଣା ପ୍ରଭୁ ଆହାବର ବଂଶକୁ ଆଘାତ କରିବ।