2 Peter 1:10 — Compare Translations

7 translations compared side by side

Odia - 1840
"ମାେ ଭାଇ ଭଉଣୀମାନେ, ପରମେଶ୍ବର ତୁମ୍ଭକୁ ଡ଼ାକି ମନୋନୀତ କରି ନିଜର କରିଛନ୍ତି। ତୁମ୍ଭର ସର୍ବୋତ୍ତମ କାର୍ୟ୍ଯ ଦ୍ବାରା ପ୍ରମାଣିତ କରିବାକୁ ଚେଷ୍ଟା କର ଯେ, ତୁମ୍ଭେ ପରମେଶ୍ବରଙ୍କ ଦ୍ବାରା ଡ଼କା ଯାଇଛ ଓ ବଚ୍ଛା ଯାଇଛ ଏବଂ ଏପରି କାର୍ୟ୍ଯ କଲେ ତୁମ୍ଭେ କବେେ ହେଲେ ଝୁଣ୍ଟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ଵାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯନିଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେହେଁ ଝୁଣ୍ଟିପଡ଼ିବ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅତିଏବ, ହେ ଭାଇମାନେ, ଈଶ୍ୱର ଯେ ତମ୍କୁ ମନୋନୀତ କରି ଆହ୍ୱାନ କରିଛନ୍ତି; ଏହି ଅନୁଭୂତିକୁ ଚିରସ୍ଥାୟୀ କରିବା ପାଇଁ ଅଧିକ ଯତ୍ନଶୀଳ ହୁଅ। ଏହିପରି କଲେ, ତୁମ୍ଭେମାନେ କେବେ ତୁମ ବିଶ୍ୱାସରୁ ବିଚ୍ୟୁତ ହେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଭାଇ ଭଉଣୀମାନେ, ପରମେଶ୍ୱର ତୁମ୍ଭକୁ ଡାକି ମନୋନୀତ କରି ନିଜର କରିଛନ୍ତି। ତୁମ୍ଭର ସର୍ବୋତ୍ତମ କାର୍ଯ୍ୟ ଦ୍ୱାରା ପ୍ରମାଣିତ କରିବାକୁ ଚେଷ୍ଟା କର ଯେ, ତୁମ୍ଭେ ପରମେଶ୍ୱରଙ୍କ ଦ୍ୱାରା ଡକା ଯାଇଛ ଓ ବଚ୍ଛା ଯାଇଛ ଏବଂ ଏପରି କାର୍ଯ୍ୟ କଲେ ତୁମ୍ଭେ କେବେ ହେଲେ ଝୁଣ୍ଟିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ರ್‍ಹಾತಾನಾ, ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು, ತುಮ್ಚೆ ಎಚುನ್ ಘೆಟ್ನೆ ಘಟ್ ಕರ್‍ತಲ್ಯಾ ಹುಕುಮಾಕ್ನಿ ಲೈ ಉಮ್ಮೆದ್ ಥವಾ, ಅಸೆ ಕರ್ಲ್ಯಾರ್ ತುಮಿ ಕನ್ನಾಬಿ ಅಟ್ಕಳುನ್ ಪಡಿನ್ಯಾಸಿ.