2 Peter 1:11 — Compare Translations

7 translations compared side by side

Odia - 1840
"ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ରାଜ୍ଯ ରେ ତୁମ୍ଭକୁ ସ୍ବାଗତ କରାୟିବ। ସହେି ରାଜ୍ଯ ଅନନ୍ତକାଳସ୍ଥାଯୀ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନ; ରାଜ୍ୟରେ ସ୍ଵଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଉପାୟରେ ଆମ ପ୍ରଭୁ ଓ ତଆଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ତ୍ନ୍ ରାଜ୍ୟରେ ପ୍ରବେଶ କରିବାକୁ ତୁମେ ପୂର୍ଣ୍ଣ ଅଧିକାର ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ରାଜ୍ୟରେ ତୁମ୍ଭକୁ ସ୍ୱାଗତ କରାଯିବ। ସେହି ରାଜ୍ୟ ଅନନ୍ତକାଳସ୍ଥାୟୀ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ಅಮ್ಚ್ಯಾ ಧನಿಯಾಕ್ ಅನಿ ಸುಟ್ಕಾ ದಿನಾರ್‍ಯಾ ಜೆಜು ಕ್ರಿಸ್ತಾಚ್ಯಾ ಅಂತ್ ನಸಲ್ಲ್ಯಾ ರಾಜಾತ್ ಭುತ್ತುರ್ ತುಮ್ಕಾ ಫುರಾ ಹಕ್ಕ್ ದಿವ್ನ್ ಹೊತಾ.