2 Peter 1:12 — Compare Translations

7 translations compared side by side

Odia - 1840
"ତୁମ୍ଭେ ଏହି କଥା ଜାଣ। ତୁମ୍ଭଠା ରେ ବର୍ତ୍ତମାନ ଥିବା ସତ୍ଯ ରେ, ତୁମ୍ଭେ ଅତି ଦୃଢ଼ ଅଟ। କିନ୍ତୁ ମୁଁ ସବୁବେଳେ ଏହି କଥାଗୁଡ଼ିକ ମନେ ପକାଇବା ପାଇଁ ସାହାୟ୍ଯ କରୁଥିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭେମାନେ ଯଦ୍ୟପି ଏହିସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହିସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦିଚ ତୁମ୍ଭେମାନେ ଏ ସବୁ ବିଷୟ ଜାଣିଛ ଓ ତୁମେ ପ୍ରାପ୍ତ ହୋଇଥିବା ସତୃରେ ଦୃଢ଼ ପ୍ରତିଷ୍ଠିତ ହୋଇଛ, ଏହିସବୁ କଥା ମୁଁ ସବୁବେଳେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବାକୁ ଚାହେଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏହି କଥା ଜାଣ। ତୁମ୍ଭଠାରେ ବର୍ତ୍ତମାନ ଥିବା ସତ୍ୟରେ, ତୁମ୍ଭେ ଅତି ଦୃଢ଼ ଅଟ। କିନ୍ତୁ ମୁଁ ସବୁବେଳେ ଏହି କଥାଗୁଡ଼ିକ ମନେପକାଇବା ପାଇଁ ସାହାଯ୍ୟ କରୁଥିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ତୁମ୍ଭେମାନେ ଯଦ୍ୟପି ଏହିସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହିସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ତୁମ୍ଭେମାନେ ଯଦ୍ୟପି ଏହି ସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହି ସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ಹೆ ಸಗ್ಳೆ ಅದ್ದಿಚ್ ತುಮ್ಕಾ ಗೊತ್ತ್ ರ್‍ಹಾಲ್ಯಾರ್‍ಬಿ ತುಮಿ ಘೆಟಲ್ಲ್ಯಾ ಖರೆಪಾನಾತ್ ತುಮಿ ಘಟ್ ಹಾಸಿ, ಹೊಲ್ಲ್ಯಾರ್ಬಿ ಕನ್ನಾಬಿ ಮಿಯಾ ತುಮ್ಕಾ ಹಿ ಯಾದ್ ಕರುನ್ ದಿತಾ.