2 Peter 1:13 — Compare Translations
7 translations compared side by side
Odia - 1840
"ମୁଁ ଶରୀର ରେ ବଞ୍ଚିଥିବା ପର୍ୟ୍ଯନ୍ତ, ଏକଥା ତୁମ୍ଭକୁ ମନେ ପକାଉଥିବା ରେ ସାହାୟ୍ଯ କରିବି, ଏହା ଉଚିତ ବୋଲି ମୁଁ ମନେ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ଵୁ ଯେ ତ୍ୟାଗ କରିବାକୁ ହେବ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଜୀବିତ ଥିବା ପର୍ଯ୍ୟନ୍ତ ଏହିସବୁ ବିଷୟ ପ୍ରତି ତୁମ୍ଭମାନଙ୍କୁ ସଚେତନ କରାଇବା ମୋର କର୍ତ୍ତବ୍ୟ ବୋଲି ମୁଁ ଭାବେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଶରୀରରେ ବଞ୍ଚିଥିବା ପର୍ଯ୍ୟନ୍ତ, ଏ କଥା ତୁମ୍ଭକୁ ମନେ ପକାଉଥିବାରେ ସାହାଯ୍ୟ କରିବି, ଏହା ଉଚିତ୍ ବୋଲି ମୁଁ ମନେ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಜಗಾತ್ ಝಿತ್ತೊ ರ್ಹಾಯ್ ಪತರ್ ತುಮ್ಚ್ಯಾ ಮನಾಕ್ನಿ ಹೆ ಸಗ್ಳೆ ಹಾನ್ತಲೆ ಬರೆ ಮನ್ತಲಿ ಮಾಜಿ ಯವ್ಜನ್.