2 Peter 1:15 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଏହିକଥା ସର୍ବଦା ମନରେଖିବା ପାଇଁ ମୁଁ ପାରୁ ପର୍ୟ୍ଯନ୍ତ ଚେଷ୍ଟା କରିବି। ମୁଁ ଚାଲିଗଲା ପରେ ମଧ୍ଯ ତୁମ୍ଭେ ଯେପରି ଏକଥା ମନେ ରଖିବ, ଏହା ମୁଁ ଚା ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହିସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥିନିମନ୍ତେ ମୁଁ ଯନି କରିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ମୃତ୍ୟୁ ପରେ ମଧ୍ୟ ତୁମ୍ଭେମାନେ ଯେପରି ଏହିସବୁ ବିଷୟ ଚିରଦିନ ସ୍ମରଣରେ ରଖିବ, ଏହାର ବ୍ୟବସ୍ଥା କରିବାକୁ ମୁଁ ଯଥାସାଧ୍ୟ ଚେଷ୍ଟା କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଏହିକଥା ସର୍ବଦା ମନେରଖିବା ପାଇଁ ମୁଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିବି। ମୁଁ ଗ୍ଭଲିଗଲା ପରେ ମଧ୍ୟ ତୁମ୍ଭେ ଯେପରି ଏ କଥା ମନେ ରଖିବ, ଏହା ମୁଁ ଗ୍ଭହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥିନିମନ୍ତେ ମୁଁ ଯତ୍ନ କରିବି।
Odia IRV 2017 (ଓଡିଆ ବାଇବେଲ)
ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥି ନିମନ୍ତେ ମୁଁ ଯତ୍ନ କରିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ರ್ಹಾತಾನಾ, ಮಾಜ್ಯಾ ಮರ್ನಾಚ್ಯಾ ಮಾನಾ ಹಿ ವಿಶಯಾ ತುಮ್ಕಾ ಯಾದ್ ರ್ಹಾಯ್ ಸಾರ್ಕೆ ಕರುಕ್ ಮಿಯಾ ಮಾಕಾ ಹೊತಾ ತವ್ಡೆ ಬರೆ ಕರುಕ್ ಖಟ್ಪಟ್ತಾ.